ଗୀତସଂହିତା 35:1 - ପବିତ୍ର ବାଇବଲ1 ସଦାପ୍ରଭୁ, ଯେଉଁମାନେ ମୋ’ ସହିତ ବିବାଦ କରୁଛନ୍ତି ତୁମ୍ଭେ ସେମାନଙ୍କ ସହିତ ମୋ’ ନିମନ୍ତେ ଯୁଦ୍ଧ କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଂଗେ ଯୁଦ୍ଧ କର। Viz kapitolaଓଡିଆ ବାଇବେଲ1 ସଦାପ୍ରଭୁ, ଯେଉଁମାନେ ମୋ’ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋ’ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। ଯେଉଁମାନେ ମୋʼ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର। Viz kapitola |