ଗୀତସଂହିତା 35:10 - ପବିତ୍ର ବାଇବଲ10 ସେତେବେଳେ ମୋର ସମ୍ପୂର୍ଣ୍ଣ ଶରୀର କହିବ, “ହେ ସଦାପ୍ରଭୁ, ତୁମ୍ଭ ଭଳି ଆଉ କେହି ନାହିଁ। ତୁମ୍ଭେ ଜଣେ ଦୁଃଖୀ ଲୋକକୁ ତା'ଠାରୁ ଅଧିକ ବଳଶାଳୀ ଶତ୍ରୁ କବଳରୁ ଉଦ୍ଧାର କରିଛ। ତୁମ୍ଭେ ଦୁଃଖୀ ଲୋକଟିକୁ ମନ୍ଦ ଲୋକଙ୍କ ପାଖରୁ ରକ୍ଷା କରିଛ, ଯେଉଁମାନେ ତାକୁ ଲୁଣ୍ଠନ କରିବା ପାଇଁ ଗ୍ଭହୁଁଥିଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ମୋହର ଅସ୍ଥିସକଳ କହିବ, ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକି ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ। Viz kapitolaଓଡିଆ ବାଇବେଲ10 ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।” Viz kapitola |