ଗୀତସଂହିତା 35:12 - ପବିତ୍ର ବାଇବଲ12 ମୁଁ କେବଳ ଭଲ କାର୍ଯ୍ୟ କରିଛି। କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ। Viz kapitolaଓଡିଆ ବାଇବେଲ12 ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ। Viz kapitola |