Online Bible

- Reklamy -




ଗୀତସଂହିତା 35:14 - ପବିତ୍ର ବାଇବଲ

14 ମୁଁ ସେମାନଙ୍କ ପାଇଁ ଶୋକାତୁର ପୋଷାକ ପିନ୍ଧିଥିଲି। ମୁଁ ସେମାନଙ୍କୁ ମୋର ଭାଇ ବନ୍ଧୁ ପରି ବ୍ୟବହାର କରିଥିଲି। ମୁଁ ଦୁଃଖିତ ହୋଇଥିଲି ଯେପରି ଜଣେ ବ୍ୟକ୍ତି ତା'ର ମା’ର ମୃତ୍ୟୁରେ ଅଧୀର ହୋଇ କ୍ରନ୍ଦନ କରେ। ମୁଁ ସେହି ଲୋକମାନଙ୍କ ପାଇଁ କଳା ପୋଷାକ ପରିଧାନ କରିଥିଲି, ଯାହା ଶୋକର ପ୍ରତୀକ ଅଟେ। ମୁଁ ନତ ମସ୍ତକ ହୋଇ ଶୋକରେ ଅଧୀର ହୋଇ ଗ୍ଭଲିଥିଲି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।

Viz kapitola kopírovat

ଓଡିଆ ବାଇବେଲ

14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।

Viz kapitola kopírovat




ଗୀତସଂହିତା 35:14

Následuj nás:

Reklamy


Reklamy