ଗୀତସଂହିତା 35:21 - ପବିତ୍ର ବାଇବଲ21 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ମନ୍ଦ କଥାମାନ କହନ୍ତି। ସେମାନେ ମିଛରେ କହନ୍ତି, “ଆମ୍ଭେ ଜାଣୁ ତୁମ୍ଭେ କ’ଣ କରୁଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ହଁ, ସେମାନେ ମୋʼ ବିରୁଦ୍ଧରେ ଆପଣା ଆପଣା ମୁଖ ବଡ଼ କରି ମେଲା କଲେ; ସେମାନେ କହିଲେ, ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି। Viz kapitolaଓଡିଆ ବାଇବେଲ21 ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ହଁ, ସେମାନେ ମୋʼ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।” Viz kapitola |