ଗୀତସଂହିତା 35:22 - ପବିତ୍ର ବାଇବଲ22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି। ତେଣୁ ତୁମ୍ଭେ ନୀରବ ରୁହ ନାହିଁ। ମୋତେ ପରିତ୍ୟାଗ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ। Viz kapitolaଓଡିଆ ବାଇବେଲ22 ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ। Viz kapitola |