Online Bible

- Reklamy -




ଗୀତସଂହିତା 35:26 - ପବିତ୍ର ବାଇବଲ

26 ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ। ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି। ସେମାନେ ଭାବନ୍ତି ସେମାନେ ମୋ'ଠାରୁ ଭଲ। ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ଘାବରା ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

26 ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋʼ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।

Viz kapitola kopírovat




ଗୀତସଂହିତା 35:26

Následuj nás:

Reklamy


Reklamy