ଗୀତସଂହିତା 35:4 - ପବିତ୍ର ବାଇବଲ4 କିଛି ଲୋକ ମୋତେ ହତ୍ୟା କରିବାକୁ ଗ୍ଭହୁଁଛନ୍ତି। ସେମାନଙ୍କୁ ନିରାଶ କର ଓ ସେମାନଙ୍କୁ ଲଜ୍ଜିତ କର। ସେମାନଙ୍କୁ ଘଉଡ଼ାଇ ଦିଅ। ସେହି ଲୋକମାନେ ମୋତେ ବଧ କରିବାକୁ ଯୋଜନା କରୁଥିଲେ ସେମାନଙ୍କୁ ପରାସ୍ତ କର ଓ ହତୋତ୍ସାହ କର। Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୋʼ ପ୍ରାଣର ଅନ୍ଵେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟଚିନ୍ତକମାନେ ବିମୁଖ ଓ ଘାବରା ହେଉନ୍ତୁ। Viz kapitolaଓଡିଆ ବାଇବେଲ4 ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ। Viz kapitola |