ଗୀତସଂହିତା 36:5 - ପବିତ୍ର ବାଇବଲ5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ। ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ଵର୍ଗରେ ଥାଏ; ତୁମ୍ଭର ବିଶ୍ଵସ୍ତତା ଗଗନସ୍ପର୍ଶୀ। Viz kapitolaଓଡିଆ ବାଇବେଲ5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ। Viz kapitola |