Online Bible

- Reklamy -




ଗୀତସଂହିତା 37:12 - ପବିତ୍ର ବାଇବଲ

12 ପାପୀଷ୍ଠ ଲୋକମାନେ ଧର୍ମାତ୍ମାମାନଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରନ୍ତି। ସେହି ଅଧର୍ମୀ ଲୋକମାନେ ଧାର୍ମିକମାନଙ୍କୁ ଦେଖି ସେମାନଙ୍କ କ୍ରୋଧ ଦେଖାନ୍ତି ଓ ରାଗରେ ଦାନ୍ତ କଡ଼ମଡ଼ କରିଥା’ନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦ; କଡ଼ମଡ଼ କରେ।

Viz kapitola kopírovat

ଓଡିଆ ବାଇବେଲ

12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।

Viz kapitola kopírovat




ଗୀତସଂହିତା 37:12

Následuj nás:

Reklamy


Reklamy