ଗୀତସଂହିତା 37:13 - ପବିତ୍ର ବାଇବଲ13 କିନ୍ତୁ ଆମ୍ଭମାନଙ୍କର ପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଦେଖି ପରିହାସ କରିବେ। ସେ ଦେଖନ୍ତି ଯେ ସେହି ଦୁଷ୍ଟ ଲୋକମାନଙ୍କର ଦିନ ସରି ଆସୁଛି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି। Viz kapitolaଓଡିଆ ବାଇବେଲ13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପ୍ରଭୁ ତାହାକୁ ଉପହାସ କରିବେ। କାରଣ ତାହାର ଅନ୍ତିମ ଦିନ ଯେ ଆସୁଅଛି, ଏହା ସେ ଦେଖନ୍ତି। Viz kapitola |