ଗୀତସଂହିତା 37:14 - ପବିତ୍ର ବାଇବଲ14 ଦୁଷ୍ଟ ଲୋକମାନେ ଖଣ୍ଡା, ଧନୁ ଓ ତୀର ଧରି ବାହାରି ପଡ଼ନ୍ତି। ସେମାନେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ହତ୍ୟା କରିବାକୁ ଗ୍ଭହାନ୍ତି। ସେମାନେ ସିଦ୍ଧ ଓ ଧାର୍ମିକ ଲୋକମାନଙ୍କୁ ନିପାତ କରିବାକୁ ଗ୍ଭହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ଼୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି। Viz kapitolaଓଡିଆ ବାଇବେଲ14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ- ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଦୁଃଖୀ ଓ ଦୀନହୀନକୁ ନିପାତ କରିବା ପାଇଁ, ସରଳ ପଥଗାମୀମାନଙ୍କୁ ବଧ କରିବା ପାଇଁ ଦୁଷ୍ଟମାନେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ଧନୁ ନୁଆଁଇ ଅଛନ୍ତି। Viz kapitola |