ଗୀତସଂହିତା 37:16 - ପବିତ୍ର ବାଇବଲ16 ଧାର୍ମିକ ଲୋକମାନଙ୍କ ମଧ୍ୟରେ ଅଳ୍ପ ଥିଲେ ବି ତାହା ଦୁଷ୍ଟ ଲୋକମାନଙ୍କ ମଧ୍ୟରେ ଥିବା ଧନୀ ଲୋକମାନଙ୍କ ଅପେକ୍ଷା ଉତ୍ତମ ଅଟେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ। Viz kapitolaଓଡିଆ ବାଇବେଲ16 ଅନେକ ଦୁଷ୍ଟଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ। Viz kapitola |