ଗୀତସଂହିତା 37:19 - ପବିତ୍ର ବାଇବଲ19 ଯେତେବେଳେ ବିପଦ ଆସେ ସେତେବେଳେ ଧାର୍ମିକ ଲୋକମାନେ ଧ୍ୱଂସ ହେବେ ନାହିଁ। ଯେତେବେଳେ ଦୁର୍ଭିକ୍ଷ ପଡ଼ିବ ସେତେବେଳେ ଧାର୍ମିକ ଲୋକ ପ୍ରଚୁର ଖାଦ୍ୟ ପାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। Viz kapitolaଓଡିଆ ବାଇବେଲ19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନେ ବିପଦ ସମୟରେ ଲଜ୍ଜିତ ହେବେ ନାହିଁ; ପୁଣି, ଦୁର୍ଭିକ୍ଷ ସମୟରେ ସେମାନେ ପରିତୃପ୍ତ ହେବେ। Viz kapitola |