ଗୀତସଂହିତା 37:21 - ପବିତ୍ର ବାଇବଲ21 ଦୁଷ୍ଟ ଲୋକ ଖୁବ୍ ଶୀଘ୍ର ଟଙ୍କା ଋଣ କରେ ଓ କେବେ ତାକୁ ପରିଶୋଧ କରେ ନାହିଁ। କିନ୍ତୁ ଧାର୍ମିକ ବ୍ୟକ୍ତି ତାକୁ ଅନ୍ୟମାନଙ୍କୁ ବାଣ୍ଟି ଦିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ। Viz kapitolaଓଡିଆ ବାଇବେଲ21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଦୁଷ୍ଟ ଲୋକ ଋଣ କରି ପରିଶୋଧ କରେ ନାହିଁ। ମାତ୍ର ଧାର୍ମିକ ଲୋକ ଦୟା ବ୍ୟବହାର କରି ଦାନ କରେ। Viz kapitola |