ଗୀତସଂହିତା 37:31 - ପବିତ୍ର ବାଇବଲ31 ସେ ସଦାପ୍ରଭୁଙ୍କ ଉପଦେଶ ସବୁ ଶିଖିଥାଏ। ତେଣୁ ସେ କେବେହେଲେ ସେହି ପଥରୁ ବିଚ୍ୟୁତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ତାହାର ପରମେଶ୍ଵରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ। Viz kapitolaଓଡିଆ ବାଇବେଲ31 ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତାହାର ପରମେଶ୍ୱରଙ୍କ ବ୍ୟବସ୍ଥା ତାହାର ଅନ୍ତରରେ ଅଛି; ତାହାର କୌଣସି ପାଦଗତି ଖସିଯିବ ନାହିଁ। Viz kapitola |