ଗୀତସଂହିତା 37:33 - ପବିତ୍ର ବାଇବଲ33 ସଦାପ୍ରଭୁ କେବେହେଲେ ଦୁଷ୍ଟ ଲୋକମାନଙ୍କ ହସ୍ତରେ ଧାର୍ମିକ ଲୋକମାନଙ୍କୁ ଛାଡ଼ି ଦେବେ ନାହିଁ। ପରମେଶ୍ୱର କେବେହେଲେ ଧାର୍ମିକ ଲୋକମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ। Viz kapitolaଓଡିଆ ବାଇବେଲ33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ସଦାପ୍ରଭୁ ତାହାର ହସ୍ତରେ ତାହାକୁ ଛାଡ଼ି ଦେବେ ନାହିଁ; କିଅବା ସେ ବିଚାରିତ ହେବା ବେଳେ ତାହାକୁ ଦୋଷୀ କରିବେ ନାହିଁ। Viz kapitola |