ଗୀତସଂହିତା 37:40 - ପବିତ୍ର ବାଇବଲ40 ସଦାପ୍ରଭୁ ଧାର୍ମିକ ଲୋକମାନଙ୍କୁ ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ସେହି ଲୋକମାନଙ୍କୁ ଦୁଷ୍ଟ ଲୋକଙ୍କ କବଳରୁ ରକ୍ଷା କରନ୍ତି କାରଣ ସେମାନେ ତାଙ୍କ ଉପରେ ନିର୍ଭରଶୀଳ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ। Viz kapitolaଓଡିଆ ବାଇବେଲ40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ପୁଣି, ସଦାପ୍ରଭୁ ସେମାନଙ୍କର ସାହାଯ୍ୟ କରନ୍ତି ଓ ସେମାନଙ୍କୁ ରକ୍ଷା କରନ୍ତି; ସେ ଦୁଷ୍ଟମାନଙ୍କଠାରୁ ସେମାନଙ୍କୁ ରକ୍ଷା କରି ପରିତ୍ରାଣ କରନ୍ତି, କାରଣ ସେମାନେ ତାହାଙ୍କର ଶରଣାଗତ। Viz kapitola |