ଗୀତସଂହିତା 37:7 - ପବିତ୍ର ବାଇବଲ7 ସଦାପ୍ରଭୁଙ୍କୁ ବିଶ୍ୱାସ କର ଓ ତାଙ୍କ ସାହାଯ୍ୟ ପାଇଁ ଅପେକ୍ଷା କର। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନଙ୍କ ମନ୍ଦକାର୍ଯ୍ୟ ସଫଳ ହୁଏ। ହତାଶ ହୁଅ ନାହିଁ, ଯେତେବେଳେ ଦୁଷ୍ଟ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ମନ୍ତ୍ରଣା କରି ସେମାନଙ୍କର ଯୋଜନାରେ ସଫଳ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। Viz kapitolaଓଡିଆ ବାଇବେଲ7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁଙ୍କଠାରେ ସୁସ୍ଥିର ହୁଅ ଓ ଧୈର୍ଯ୍ୟ ଧରି ତାହାଙ୍କ ଅପେକ୍ଷାରେ ରୁହ; ଯେ ନିଜ ମାର୍ଗରେ କୃତକାର୍ଯ୍ୟ ହୁଏ, ଯେଉଁ ଜନ କୁସଂକଳ୍ପ ସାଧନ କରେ, ତାହା ସକାଶୁ ଆପଣାକୁ ବିରକ୍ତ କର ନାହିଁ। Viz kapitola |