ଗୀତସଂହିତା 38:1 - ପବିତ୍ର ବାଇବଲ1 ହେ ସଦାପ୍ରଭୁ, ମୋତେ ଆପଣା କୋପରେ ଅନୁଯୋଗ କର ନାହିଁ। କିଅବା ମୋତେ ତୁମ୍ଭେ କ୍ରୋଧାନ୍ୱିତ ହୋଇ ଦଣ୍ଡ ଦିଅ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସ୍ତି ଦିଅ ନାହିଁ। Viz kapitolaଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ; କିଅବା ତୁମ୍ଭ ପ୍ରଚଣ୍ଡ କ୍ରୋଧରେ ମୋତେ ଶାସ୍ତି ଦିଅ ନାହିଁ। Viz kapitola |