Online Bible

- Reklamy -




ଗୀତସଂହିତା 38:16 - ପବିତ୍ର ବାଇବଲ

16 “ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ। ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି। ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 କାରଣ ମୁଁ କହିଲି, କେଜାଣି ସେମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

16 କାରଣ ମୁଁ କହିଲି, କେଜାଣି ମୋହର ଶତ୍ରୁମାନେ ମୋ’ ଉପରେ ଆନନ୍ଦ କରିବେ; ମୋ’ ପାଦ ଖସିଗଲା ବେଳେ ସେମାନେ ମୋ’ ପ୍ରତିକୂଳରେ ଦର୍ପ କରନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ; ମୋʼ ପାଦ ଖସିଗଲା ବେଳେ ସେମାନେ ମୋʼ ପ୍ରତିକୂଳରେ ଦର୍ପ କରନ୍ତି।”

Viz kapitola kopírovat




ଗୀତସଂହିତା 38:16

Následuj nás:

Reklamy


Reklamy