ଗୀତସଂହିତା 39:4 - ପବିତ୍ର ବାଇବଲ4 ହେ ସଦାପ୍ରଭୁ, ତୁମ୍ଭେ ମୋତେ କୁହ ବର୍ତ୍ତମାନ ମୋର ଅବସ୍ଥା କ’ଣ ହେବ? ମୋତେ ତୁମ୍ଭେ କୁହ ମୁଁ ଆଉ କେତେ ଦିନ ବଞ୍ଚିବି? ମୋତେ ତୁମ୍ଭେ ଜଣାଅ ପ୍ରକୃତରେ ମୋର ଜୀବନକାଳ ଆଉ କେତେ ଦିନ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। Viz kapitolaଓଡିଆ ବାଇବେଲ4 “ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ। Viz kapitola |