ଗୀତସଂହିତା 39:5 - ପବିତ୍ର ବାଇବଲ5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଗୋଟିଏ କ୍ଷଣସ୍ଥାୟୀ ଜୀବନ ଦେଇଛ। ମୋର କ୍ଷଣସ୍ଥାୟୀ ଜୀବନ ତୁମ୍ଭ ତୁଳନାରେ କିଛି ନୁହେଁ। ପ୍ରତ୍ୟେକ ଲୋକର ଜୀବନ ଏକ ମେଘଖଣ୍ଡ ସଦୃଶ ଯାହାକି ଖୁବ୍ ଶୀଘ୍ର ଭାସିଯାଏ, କେହି ଚିରଦିନ ବଞ୍ଚିରହେ ନାହିଁ। ସେଲା Viz kapitolaପବିତ୍ର ବାଇବଲ (Re-edited) - (BSI)5 ଦେଖ, ତୁମ୍ଭେ ମୋହର ଦିନକେତେକ ମୁଷ୍ଟିପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତା; ଅସାର। [ସେଲା Viz kapitolaଓଡିଆ ବାଇବେଲ5 ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା] Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। [ସେଲା] Viz kapitola |