ଗୀତସଂହିତା 40:12 - ପବିତ୍ର ବାଇବଲ12 ଦୁଷ୍ଟ ଲୋକମାନେ ମୋ’ ଗ୍ଭରିକଡ଼ରେ ଘେରି ରହିଛନ୍ତି। ସେମାନେ ଅନେକ ଯାହାକି ଗଣିବା କଷ୍ଟକର। ମୋ’ ପାପ ମୋତେ ଧରାଇ ଦେଇଛି, ତେଣୁ ମୁଁ ମୋର ପାପରୁ ଉଦ୍ଧାର ପାଇପାରିବି ନାହିଁ। ମୋର ପାପଗୁଡ଼ିକ ମସ୍ତକରେ ଥିବା କେଶ ସଂଖ୍ୟାଠାରୁ ଅଧିକ ଓ ମୋର ହୃଦୟ ମୋତେ ପରିତ୍ୟାଗ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି। Viz kapitolaଓଡିଆ ବାଇବେଲ12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ’ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋʼ ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି। Viz kapitola |