Online Bible

- Reklamy -




ଗୀତସଂହିତା 40:13 - ପବିତ୍ର ବାଇବଲ

13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର। ହେ ସଦାପ୍ରଭୁ, ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ଵର ହୁଅ।

Viz kapitola kopírovat

ଓଡିଆ ବାଇବେଲ

13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ।

Viz kapitola kopírovat




ଗୀତସଂହିତା 40:13

Následuj nás:

Reklamy


Reklamy