ଗୀତସଂହିତା 40:14 - ପବିତ୍ର ବାଇବଲ14 ସେହି ଦୁଷ୍ଟ ଲୋକମାନେ ମୋ’ ପ୍ରାଣ ନାଶ ପାଇଁ ଉଦ୍ୟମ କରୁଛନ୍ତି। ହେ ସଦାପ୍ରଭୁ, ସେହି ଲୋକମାନଙ୍କୁ ଲଜ୍ଜିତ କରି ସେମାନଙ୍କୁ ନିରାଶ କର। ମୋ’ କ୍ଷତରେ ସନ୍ତୁଷ୍ଟଲୋକ ଲଜ୍ଜିତ ହୁଅନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମୋʼ ପ୍ରାଣନାଶର ଅନ୍ଵେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। Viz kapitolaଓଡିଆ ବାଇବେଲ14 ମୋ’ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୋʼ ପ୍ରାଣନାଶର ଅନ୍ୱେଷଣକାରୀ ଲୋକମାନେ ଏକତ୍ର ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରାଯାଇ ଅପମାନିତ ହେଉନ୍ତୁ। Viz kapitola |