Online Bible

- Reklamy -




ଗୀତସଂହିତା 40:16 - ପବିତ୍ର ବାଇବଲ

16 କିନ୍ତୁ ଯେଉଁ ଲୋକମାନେ ତୁମ୍ଭ ନିକଟକୁ ଆସନ୍ତି, ସେମାନେ ଖୁସୀ ଓ ଆନନ୍ଦିତ ହୁଅନ୍ତି। ସେମାନଙ୍କର ତୁମ୍ଭର ସେବାରେ ହିଁ ଆନନ୍ଦ କରନ୍ତି। ତେଣୁ ସେମାନେ ସର୍ବଦା ତୁମ୍ଭକୁ କୁହନ୍ତି, “ସଦାପ୍ରଭୁ ମହାନ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ଯେଉଁମାନେ ତୁମ୍ଭର ଅନ୍ଵେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ଵିତ ହେଉନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

16 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେହି ସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ ନିରନ୍ତର କହନ୍ତୁ, “ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ।”

Viz kapitola kopírovat




ଗୀତସଂହିତା 40:16

Následuj nás:

Reklamy


Reklamy