ଗୀତସଂହିତା 40:2 - ପବିତ୍ର ବାଇବଲ2 ସଦାପ୍ରଭୁ ମୋତେ ମୃତ୍ୟୁ ଗୁମ୍ଫାରୁ ଉଠାଇଲେ। ସେ ମୋତେ ସେହି ମାଟିର କବର ମଧ୍ୟରୁ ଉଠାଇ ଆଣିଲେ। ସେ ମୋତେ ଟେକି ଧରିଲେ। ମୋତେ, ମୋର ପାଦ ତଳକୁ ଖସିଯିବା ପୂର୍ବରୁ ଶକ୍ତ ଭୂମିରେ ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଗୀତ. ୬୯:୨,୧୪ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ। Viz kapitolaଓଡିଆ ବାଇବେଲ2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମଧ୍ୟ ସେ ମୋତେ ଭୟଙ୍କର ଗର୍ତ୍ତରୁ ଓ ଦହଲା କାଦୁଅରୁ ଉଠାଇ ଆଣିଲେ ଓ ଶୈଳ ଉପରେ ମୋହର ଚରଣ ରଖିଲେ ଓ ମୋହର ପାଦଗତି ଦୃଢ଼ କଲେ। Viz kapitola |