ଗୀତସଂହିତା 40:4 - ପବିତ୍ର ବାଇବଲ4 ଯଦି ଜଣେ ସଦାପ୍ରଭୁଙ୍କୁ ବିଶ୍ୱାସ କରେ, ସେହି ବ୍ୟକ୍ତିଟି ପ୍ରକୃତରେ ସୁଖୀ ହୁଏ। ଜଣେ ବ୍ୟକ୍ତି ପ୍ରକୃତରେ ଖୁସୀରେ ରହେ, ଯଦି ସେ ପ୍ରେତମାନଙ୍କୁ କିଅବା ମିଥ୍ୟା ଦେବତାମାନଙ୍କୁ ଆଦର କରି ନ ଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ଵାସଭୂମି କରେ, ପୁଣି ଅହଂକାରୀକି ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। Viz kapitolaଓଡିଆ ବାଇବେଲ4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଂକାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେଉଁ ଜନ ସଦାପ୍ରଭୁଙ୍କୁ ଆପଣାର ବିଶ୍ୱାସଭୂମି କରେ, ପୁଣି, ଅହଙ୍କାରୀକୁ ଓ ମିଥ୍ୟା ପ୍ରତି ଭ୍ରାନ୍ତ ଲୋକଙ୍କୁ ଆଦର କରେ ନାହିଁ, ସେ ଧନ୍ୟ। Viz kapitola |