ଗୀତସଂହିତା 40:9 - ପବିତ୍ର ବାଇବଲ9 ମୁଁ ମହାସଭାରେ ତୁମ୍ଭର ବିଜୟବାର୍ତ୍ତା ପ୍ରଗ୍ଭର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଗ୍ଭରରୁ କେବେହେଲେ ବିରତ ରହିବି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ। Viz kapitolaଓଡିଆ ବାଇବେଲ9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୁଁ ମହାସମାଜରେ ଧର୍ମ ପ୍ରଚାର କରିଅଛି; ଦେଖ, ମୁଁ ଆପଣା ଓଷ୍ଠାଧର ରୁଦ୍ଧ କରିବି ନାହିଁ, ହେ ସଦାପ୍ରଭୋ, ତୁମ୍ଭେ ଜାଣୁଅଛ। Viz kapitola |