ଗୀତସଂହିତା 41:10 - ପବିତ୍ର ବାଇବଲ10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି। Viz kapitolaଓଡିଆ ବାଇବେଲ10 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି। Viz kapitola |