ଗୀତସଂହିତା 41:3 - ପବିତ୍ର ବାଇବଲ3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି। ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କରୁଅଛ। Viz kapitolaଓଡିଆ ବାଇବେଲ3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର। Viz kapitola |