ଗୀତସଂହିତା 41:4 - ପବିତ୍ର ବାଇବଲ4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ! ମୋ’ ପ୍ରାଣକୁ ସୁସ୍ଥ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ମୁଁ କହିଲି, ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି। Viz kapitolaଓଡିଆ ବାଇବେଲ4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର; ମୋ’ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର; ମୋʼ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।” Viz kapitola |