ଗୀତସଂହିତା 41:7 - ପବିତ୍ର ବାଇବଲ7 ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି। ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି। Viz kapitolaଓଡିଆ ବାଇବେଲ7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି। Viz kapitola |