Online Bible

- Reklamy -




ଗୀତସଂହିତା 42:11 - ପବିତ୍ର ବାଇବଲ

11 ହେ ମୋର ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି? ମୁଁ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ୱରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମୋତେ ଉଦ୍ଧାର କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ଵରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ଵର ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ପୁଣି, ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

Viz kapitola kopírovat




ଗୀତସଂହିତା 42:11

Následuj nás:

Reklamy


Reklamy