ଗୀତସଂହିତା 44:13 - ପବିତ୍ର ବାଇବଲ13 ତୁମ୍ଭେ ଆମ୍ଭମାନଙ୍କୁ ଆମ୍ଭର ପଡ଼ୋଶୀମାନଙ୍କ ନିକଟରେ ପରିହାସର ପାତ୍ର କରିଛ। ସେମାନେ ଆମ୍ଭକୁ ଦେଖି ହସନ୍ତି ଓ ଥଟ୍ଟା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ବିଦ୍ରୂପପାତ୍ର କରୁଅଛ। Viz kapitolaଓଡିଆ ବାଇବେଲ13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ। Viz kapitola |