Online Bible

- Reklamy -




ଗୀତସଂହିତା 44:17 - ପବିତ୍ର ବାଇବଲ

17 ହେ ପରମେଶ୍ୱର, ଆମ୍ଭେ ତୁମ୍ଭକୁ ଭୁଲି ଯାଇ ନାହୁଁ। ତଥାପି ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏସବୁ ଘଟାଇଛ। ଯେତେବେଳେ ତୁମ୍ଭର ନିୟମକୁ ସ୍ୱୀକୃତି ପ୍ରଦାନ କରିଥିଲୁ ତୁମ୍ଭ ସହିତ ଆମ୍ଭେମାନେ ମିଥ୍ୟା କହି ନାହୁଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରିନାହୁଁ।

Viz kapitola kopírovat

ଓଡିଆ ବାଇବେଲ

17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।

Viz kapitola kopírovat




ଗୀତସଂହିତା 44:17

Následuj nás:

Reklamy


Reklamy