ଗୀତସଂହିତା 44:22 - ପବିତ୍ର ବାଇବଲ22 ହେ ପରମେଶ୍ୱର, ସାରାଦିନ ଆମ୍ଭେ ତୁମ୍ଭ ପାଇଁ ମୃତ୍ୟୁବରଣ କରୁଛୁ। ଆମ୍ଭେ ହେଉଛୁ ସେହି ମେଣ୍ଢାସବୁ ଯେଉଁମାନଙ୍କୁ ହତ୍ୟା କରିବାକୁ ନିଆ ଯାଉଥାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନଯାକ ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ। Viz kapitolaଓଡିଆ ବାଇବେଲ22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷ ତୁଲ୍ୟ ଗଣିତ ହେଉଅଛୁ। Viz kapitola |