ଗୀତସଂହିତା 44:26 - ପବିତ୍ର ବାଇବଲ26 ହେ ପରମେଶ୍ୱର, ଜାଗ୍ରତ ହୁଅ। ଆମ୍ଭକୁ ସାହାଯ୍ୟ କର। ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କୁ ଉଦ୍ଧାର କର। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର। Viz kapitolaଓଡିଆ ବାଇବେଲ26 ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର। Viz kapitola |