ଗୀତସଂହିତା 45:12 - ପବିତ୍ର ବାଇବଲ12 ସୋର ଦେଶର ଧନଶାଳୀ ବ୍ୟକ୍ତିମାନେ ତୁମ୍ଭକୁ ଉପହାର ଦେବାକୁ ଉପସ୍ଥିତ ହେବେ। ସେମାନେ ତୁମ୍ଭର ପକ୍ଷପାତ ଲୋଡ଼ିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ। Viz kapitolaଓଡିଆ ବାଇବେଲ12 ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ। Viz kapitola |