ଗୀତସଂହିତା 45:17 - ପବିତ୍ର ବାଇବଲ17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ। ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ମୁଁ ସକଳ ପୁରୁଷପରମ୍ପରାରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ଧନ୍ୟବାଦ କରିବେ। Viz kapitolaଓଡିଆ ବାଇବେଲ17 ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ। Viz kapitola |