ଗୀତସଂହିତା 45:4 - ପବିତ୍ର ବାଇବଲ4 ତୁମ୍ଭେ ଆଶ୍ଚର୍ଯ୍ୟ ଦିଶୁଛ। ଯାଅ ନ୍ୟାୟ ଓ ଧର୍ମପାଇଁ ଯୁଦ୍ଧରେ ବିଜୟୀ ହୁଅ। ତୁମ୍ଭର ଶକ୍ତିଶାଳୀ ଦକ୍ଷିଣ ବାହୁ ଅଦ୍ଭୂତ କାର୍ଯ୍ୟ କରିବାକୁ ପ୍ରଶିକ୍ଷିତ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। Viz kapitolaଓଡିଆ ବାଇବେଲ4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ। Viz kapitola |