ଗୀତସଂହିତା 46:10 - ପବିତ୍ର ବାଇବଲ10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର। ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।” Viz kapitolaପବିତ୍ର ବାଇବଲ (Re-edited) - (BSI)10 କ୍ଷା; ହୁଅ, ଆମ୍ଭେ ପରମେଶ୍ଵର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। Viz kapitolaଓଡିଆ ବାଇବେଲ10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।” Viz kapitola |