ଗୀତସଂହିତା 47:1 - ପବିତ୍ର ବାଇବଲ1 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ। ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ଵରରେ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର। Viz kapitolaଓଡିଆ ବାଇବେଲ1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। Viz kapitola |