ଗୀତସଂହିତା 47:5 - ପବିତ୍ର ବାଇବଲ5 ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି, ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପରମେଶ୍ଵର ଜୟଧ୍ଵନିରେ, ସଦାପ୍ରଭୁ ତୂରୀଧ୍ଵନିରେ ଊର୍ଦ୍ଧ୍ଵକୁ ବିଜେ କରିଅଛନ୍ତି। Viz kapitolaଓଡିଆ ବାଇବେଲ5 ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। Viz kapitola |