Online Bible

- Reklamy -




ଗୀତସଂହିତା 48:11 - ପବିତ୍ର ବାଇବଲ

11 ହେ ପରମେଶ୍ୱର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ। ଯିହୁଦାର ସହର ସବୁ ଉଲ୍ଲସିତ। କେବଳ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହୋଇଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।

Viz kapitola kopírovat




ଗୀତସଂହିତା 48:11

Následuj nás:

Reklamy


Reklamy