ଗୀତସଂହିତା 48:4 - ପବିତ୍ର ବାଇବଲ4 ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ। ସେମାନେ ସେହି ନଗର ଆଡ଼କୁ ଗମନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ। Viz kapitolaଓଡିଆ ବାଇବେଲ4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକ ସଙ୍ଗେ ଗମନ କଲେ। Viz kapitola |