Online Bible

- Reklamy -




ଗୀତସଂହିତା 49:11 - ପବିତ୍ର ବାଇବଲ

11 ସେମାନଙ୍କ କବର ସେମାନଙ୍କ ପାଇଁ ଚିରଦିନ ନୂତନ ବାସସ୍ଥଳୀ ଅଟେ, ଏବଂ ଯେତେ ଭୂମି ସେମାନେ ଅଧିକାର କରିଥିଲେ ହେଁ, ଏହା ସେମାନଙ୍କ ପାଇଁ ମୂଲ୍ୟହୀନ ଅଟେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।

Viz kapitola kopírovat

ଓଡିଆ ବାଇବେଲ

11 ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।

Viz kapitola kopírovat




ଗୀତସଂହିତା 49:11

Následuj nás:

Reklamy


Reklamy