Online Bible

- Reklamy -




ଗୀତସଂହିତା 49:14 - ପବିତ୍ର ବାଇବଲ

14 ସେହି ଲୋକମାନେ ମେଷମାନଙ୍କ ପରି ଅଟନ୍ତି। ସେମାନେ ଶେଷରେ ସେହି କବରରେ ପତିତ ହେବେ ଓ ମୃତ୍ୟୁ ସେମାନଙ୍କ ମେଷପାଳକ ହେବ। ତା'ପରେ ସେହି ସକାଳେ ଉତ୍ତମ ବ୍ୟକ୍ତିଗଣ ବିଜୟୀ ହେବେ। ସେହି ଦୁଷ୍ଟ ଲୋକମାନଙ୍କର ଶରୀର କବର ମଧ୍ୟରେ ଧୀରେ ଧୀରେ ନଷ୍ଟ ହେବାକୁ ଲାଗିବ, ସେମାନଙ୍କର ନିଜ ସୁଶୋଭିତ ଗୃହଠାରୁ ବହୁତ ଦୂରରେ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।

Viz kapitola kopírovat

ଓଡିଆ ବାଇବେଲ

14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।

Viz kapitola kopírovat




ଗୀତସଂହିତା 49:14

Následuj nás:

Reklamy


Reklamy