ଗୀତସଂହିତା 5:10 - ପବିତ୍ର ବାଇବଲ10 ହେ ପରମେଶ୍ୱର, ସେମାନଙ୍କୁ ଶାସ୍ତି ଦିଅ। ସେମାନେ ବାନ୍ଧିଥିବା ଫାଶରେ ସେମାନଙ୍କୁ ପକାଇ ଦିଅ। ସେମାନେ ତୁମ୍ଭର ବିରୁଦ୍ଧାଚରଣ କରିଛନ୍ତି, ତେଣୁ ସେମାନଙ୍କର ଅନେକ ଅପରାଧ ପାଇଁ ସେମାନଙ୍କୁ ଶାସ୍ତି ବିଧାନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)10 ହେ ପରମେଶ୍ଵର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ଵାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। Viz kapitolaଓଡିଆ ବାଇବେଲ10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି। Viz kapitola |